Deuteronomy 22:24 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭମାନେେ ସହେି ଦୁଇଜଣଙ୍କକ୍ସ୍ଟ ବାହାର କରି ନଗରଦ୍ବାର ନିକଟକକ୍ସ୍ଟ ଆଣି ପଥର ଫିଙ୍ଗି ହତ୍ଯା କରିବା ଉଚିତ୍। କାରଣ ସହେି କନ୍ଯା ନଗର ମଧିଅରେ ଥାଇ ମଧ୍ଯ ଡାକ ପକାଇଲା ନାହିଁ। ଏବଂ ସହେି ପୁରୁଷ ଆପଣା ପ୍ରତିବେଶୀର ଭାର୍ୟ୍ଯାକକ୍ସ୍ଟ ଭ୍ରଷ୍ଟ କଲା। ତୁମ୍ଭମାନେେ ଇଶ୍ରାୟେଲରକ୍ସ୍ଟ ଏହି ଦକ୍ସ୍ଟଷ୍କର୍ମ ଦୂର କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ଵାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ହିଁ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେମାନେ ସେହି ଦୁଇଜଣଙ୍କୁ ବାହାର କରି ନଗରଦ୍ୱାର ନିକଟକୁ ଆଣି ପଥର ଫିଙ୍ଗି ହତ୍ୟା କରିବା ଉଚିତ୍। କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ। ଏବଂ ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା। ତୁମ୍ଭେମାନେ ଇସ୍ରାଏଲରୁ ଏହି ଦୁଷ୍କର୍ମ ଦୂର କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।