Deuteronomy 22:25 — Compare Translations
5 translations compared side by side
Odia - 1840
"କିନ୍ତୁ ଧରାଯାଉ ଏକ କକ୍ସ୍ଟମାରୀ କନ୍ଯା କ୍ଷେତ୍ର ରେ କାର୍ୟ୍ଯ କରୁଥିଲା ସମୟରେ ଯଦି କୌଣସି ପୁରୁଷ ତାକକ୍ସ୍ଟ ୟୌନ ସଐର୍କ ପାଇଁ ବାଧ୍ଯ କରେ ତବେେ କବଳେ ସହେି ପୁରୁଷକକ୍ସ୍ଟ ହତ୍ଯା କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଧରାଯାଉ ଏକ କୁମାରୀ କନ୍ୟା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମୟରେ ଯଦି କୌଣସି ପୁରୁଷ ତାକୁ ଯୌନ ସମ୍ପର୍କ ପାଇଁ ବାଧ୍ୟ କରେ, ତେବେ କେବଳ ସେହି ପୁରୁଷକୁ ହତ୍ୟା କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ;