Deuteronomy 22:26 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ସହେି କନ୍ଯା ପ୍ରତି କିଛି କରିବ ନାହିଁ। ସହେି କନ୍ଯାଠା ରେ ପ୍ରାଣଦଣ୍ତ ଯୋଗ୍ଯ ପାପ ନାହିଁ। କାରଣ କୌଣସି ମନକ୍ସ୍ଟଷ୍ଯ ଯେପରି ଆପଣା ପ୍ରତିବେଶୀର ପ୍ରତିକୂଳ ରେ ଉଠି ତାହାକକ୍ସ୍ଟ ବଧକରେ, ଏହି କଥା ଠିକ୍ ସହେିପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ତଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏକଥା ସେହିପରି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ସେହି କନ୍ୟା ପ୍ରତି କିଛି କରିବ ନାହିଁ। ସେହି କନ୍ୟାଠାରେ ପ୍ରାଣଦଣ୍ତ ଯୋଗ୍ୟ ପାପ ନାହିଁ। କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧକରେ, ଏହି କଥା ଠିକ୍ ସେହିପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡ ଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ।