Deuteronomy 22:27 — Compare Translations

5 translations compared side by side

Odia - 1840
"କାରଣ ସହେି ପୁରୁଷ ଜଣକ ସହେି କାର୍ୟ୍ଯାରତ ବାଳିକାକକ୍ସ୍ଟ କ୍ଷେତ୍ର ମଧିଅରେ ପାଇ ତାକକ୍ସ୍ଟ ଆକ୍ରମଣ କଲା। ସେ ସାହାୟ୍ଯ ପାଇଁ ଡାକ ପକାଇଲା ତଥାପି ତାକକ୍ସ୍ଟ ରକ୍ଷା କରିବାକୁ କହେି ନ ଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା; ସେହି ବାଗ୍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥଲା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେହି ପୁରୁଷ ଜଣକ ସେହି କାର୍ଯ୍ୟାରତ ବାଳିକାକୁ କ୍ଷେତ୍ର ମଧ୍ୟରେ ପାଇ ତାକୁ ଆକ୍ରମଣ କଲା। ସେ ସାହାଯ୍ୟ ପାଇଁ ଡାକ ପକାଇଲା ତଥାପି ତାକୁ ରକ୍ଷା କରିବାକୁ କେହି ନ ଥିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍‍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍‍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥଲା।