Deuteronomy 22:28 — Compare Translations
5 translations compared side by side
Odia - 1840
"ଯଦି କୌଣସି ପୁରୁଷ ଅବାଗ୍ଦତ୍ତା କକ୍ସ୍ଟମାରୀତ୍ବ କନ୍ଯାକକ୍ସ୍ଟ ପାଇ ତାହାକକ୍ସ୍ଟ ଧରି ତାହା ସଙ୍ଗେ ଶଯନ କରେ ଓ ସମାନେେ ଧରା ପଡନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୌଣସି ପୁରୁଷ ଅବାଗ୍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରା ପଡ଼ନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ପୁରୁଷ ଅବାଗ୍ଦତ୍ତା କୁମାରୀତ୍ୱ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରା ପଡ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ କୌଣସି ପୁରୁଷ ଅବାଗ୍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରାପଡ଼ନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେବେ କୌଣସି ପୁରୁଷ ଅବାଗ୍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରା ପଡ଼ନ୍ତି,