Deuteronomy 22:29 — Compare Translations

5 translations compared side by side

Odia - 1840
"ତବେେ ତାହା ସହିତ ଶଯନକାରୀ ସହେି ପୁରୁଷ କନ୍ଯାର ପିତାକକ୍ସ୍ଟ ପଗ୍ଭଶ ଶକେଲ ରୂପା ଦବେ ଓ ସେ ତାହାକକ୍ସ୍ଟ ଭ୍ରଷ୍ଟ କରିବାରକ୍ସ୍ଟ ସେ ତାହାର ଭାର୍ୟ୍ଯା ହବେ। ସହେି ପୁରୁଷ ତାହାକକ୍ସ୍ଟ ୟାବଜ୍ଜୀବନ ତ୍ଯାଗ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଗ୍ଭଶ୍ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ। ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।