Deuteronomy 22:4 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭର ପଡ଼ୋଶୀମାନଙ୍କର ଗଧ ଅବା ଗାଈ ବାଟରେ ପଡି ୟିବାର ଦେଖିବ ତୁମ୍ଭେ ସମାନଙ୍କେୁ ଉଠାଇ ଦବେ କିଅବା ଉଠାଇବା ରେ ସାହାୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭର ପଡ଼ୋଶୀମାନଙ୍କର ଗଧ ଅବା ଗାଈ ବାଟରେ ପଡ଼ି ଯିବାର ଦେଖିବ ତୁମ୍ଭେ ସେମାନଙ୍କୁ ଉଠାଇ ଦେବ କିଅବା ଉଠାଇବାରେ ସାହାଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।