Deuteronomy 22:5 — Compare Translations

5 translations compared side by side

Odia - 1840
"ଜଣେ ସ୍ତ୍ରୀଲୋକ ପୁରୁଷ ଲୋକମାନଙ୍କର ପୋଷାକ ପିନ୍ଧିବ ନାହିଁ। ଏବଂ ଜଣେ ପୁରୁଷ କବେବେି ସ୍ତ୍ରୀ ଲୋକର ପୋଷାକ ପିନ୍ଧିବ ନାହିଁ। ଏସବୁ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ଘୃଣା ଯୋଗ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେ କେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣାଯୋଗ୍ୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ସ୍ତ୍ରୀଲୋକ ପୁରୁଷ ଲୋକମାନଙ୍କର ପୋଷାକ ପିନ୍ଧିବ ନାହିଁ। ଏବଂ ଜଣେ ପୁରୁଷ କେବେବି ସ୍ତ୍ରୀ ଲୋକର ପୋଷାକ ପିନ୍ଧିବ ନାହିଁ। ଏସବୁ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।