Deuteronomy 22:6 — Compare Translations

5 translations compared side by side

Odia - 1840
"ପଥ ପାଶର୍‌ବସ୍ଥ କୌଣସି ଗଛ ରେ କିଅବା ଭୂମିରେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ କୌଣସି ପକ୍ଷୀର ବସା ରେ ଛକ୍ସ୍ଟଆ କିଅବା ଡିମ୍ବ ଥାଏ ଏବଂ ସହେି ଡିମ୍ବ ଉପରେ ବା ପକ୍ଷୀ ଛକ୍ସ୍ଟଆ ଉପରେ ଯଦି ମା ପକ୍ଷୀ ବସିଥାଏ, ତବେେ ତୁମ୍ଭେ ପକ୍ଷୀ ସହିତ ଛକ୍ସ୍ଟଆକକ୍ସ୍ଟ ଆଣିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ପଥପାର୍ଶ୍ଵସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ଵ ଥାଏ, ଆଉ ସେହି ଛୁଆ କି ଡିମ୍ଵ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକି ଧରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ପଥ ପାର୍ଶ୍ୱସ୍ଥ କୌଣସି ଗଛରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କିଅବା ଡିମ୍ବ ଥାଏ ଏବଂ ସେହି ଡିମ୍ବ ଉପରେ ବା ପକ୍ଷୀ ଛୁଆ ଉପରେ ଯଦି ମା ପକ୍ଷୀ ବସିଥାଏ, ତେବେ ତୁମ୍ଭେ ପକ୍ଷୀ ସହିତ ଛୁଆକୁ ଆଣିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ପଥପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେବେ ପଥ ପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ।