Deuteronomy 22:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭମାନଙ୍କ ପାଇଁ ତା'ର ପକ୍ଷୀ ଛକ୍ସ୍ଟଆମାନଙ୍କୁ ଆଣି ପାରିବ କିନ୍ତୁ ତା'ର ମା' ପକ୍ଷୀକକ୍ସ୍ଟ ମକ୍ସ୍ଟକ୍ତ କରିଦବେ। ଯଦି ତୁମ୍ଭମାନେେ ଏହି ନିଯମଗକ୍ସ୍ଟଡିକ ମାନିବ ତବେେ ତୁମ୍ଭମାନଙ୍କର ଦୀର୍ଘଜୀବୀ ହବେ ଏବଂ ତୁମ୍ଭମାନଙ୍କର ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କୌଣସିମତେ ପକ୍ଷିଣୀକି ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭମାନଙ୍କ ପାଇଁ ପକ୍ଷୀ ଛୁଆମାନଙ୍କୁ ଆଣି ପାରିବ କିନ୍ତୁ ତା’ର ମା’ ପକ୍ଷୀକୁ ମୁକ୍ତ କରିଦେବ। ଯଦି ତୁମ୍ଭେମାନେ ଏହି ନିୟମଗୁଡ଼ିକ ମାନିବ ତେବେ ତୁମ୍ଭମାନଙ୍କର ଦୀର୍ଘଜୀବୀ ହେବ ଏବଂ ତୁମ୍ଭମାନଙ୍କର ମଙ୍ଗଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ିଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।