Deuteronomy 22:8 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭମାନେେ ଏକ ନୂତନ ଗୃହ ନିର୍ମାଣ କର, ତୁମ୍ଭମାନେେ ସହେି ଛାତର ଚତକ୍ସ୍ଟଃପାଶର୍ବ ରେ ପାଚରେୀ ଉଠାଇବ। ତବେେ ତୁମ୍ଭମାନେେ କୌଣସି ଲୋକ ଛାତ ଉପରକ୍ସ୍ଟ ପଡି ମରିବା ପାଇଁ ଦୋଷୀ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଛେଦାବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେମାନେ ଏକ ନୂତନ ଗୃହ ନିର୍ମାଣ କର, ତୁମ୍ଭେମାନେ ସେହି ଛାତର ଚତୁର୍ପାର୍ଶ୍ୱରେ ପାଚେରୀ ଉଠାଇବ। ତେବେ ତୁମ୍ଭେମାନେ କୌଣସି ଲୋକ ଛାତ ଉପରୁ ପଡ଼ି ମରିବା ପାଇଁ ଦୋଷୀ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।