Deuteronomy 22:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର ରେ ମିଶ୍ରିତ ବୀଜ ରୋପଣ କର ନାହିଁ। ତୁମ୍ଭେ ଏପରି ଯଦି କର, ଯେଉଁ ବୀଜ ବକ୍ସ୍ଟଣା ୟାଇଥିଲା ବା ଯେଉଁ ଫଳ ଫଳିଛି, ସଗେକ୍ସ୍ଟଡିକ ତୁମ୍ଭକୁ ବ୍ଯବହାର କରିବା ପାଇଁ ଅନକ୍ସ୍ଟମତି ଦିଆୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ତଣ୍ତ ରୂପେ ନିଆଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ବସ୍ତୁ ଏକାଠି ରଖିବା ନିଷେଧ “ତୁମ୍ଭେମାନେ ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ରୋପଣ କର ନାହିଁ। ତୁମ୍ଭେ ଏପରି ଯଦି କର, ଯେଉଁ ବୀଜ ବୁଣା ଯାଇଥିଲା ବା ଯେଉଁ ଫଳ ଫଳିଛି, ସେଗୁଡ଼ିକ ତୁମ୍ଭକୁ ବ୍ୟବହାର କରିବା ପାଇଁ ଅନୁମତି ଦିଆଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।