Deuteronomy 23:11 — Compare Translations
5 translations compared side by side
Odia - 1840
"ମାତ୍ର ମନ୍ଧ୍ଯା ଉପସ୍ଥିତ ହେଲେ ସେ ଜଳ ରେ ସ୍ନାନ କରିବ ଓ ସୂର୍ୟ୍ଯସ୍ତ ହବୋପରେ ସେ ଛାଉଣୀ ମଧ୍ଯକକ୍ସ୍ଟ ପ୍ରବେଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟାସ୍ତ ହେବାପରେ ସେ ଛାଉଣି ମଧ୍ୟକୁ ପ୍ରବେଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।