Deuteronomy 23:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ କୋଦାଳ ରଖିବ। ତୁମ୍ଭେ ଏକ ଗର୍ତ୍ତ ଖାେଳିବା ଉଚିତ୍ ଓ ଅନ୍ତନାଡିରକ୍ସ୍ଟ ଯାହା ବାହା ରେ ତାକକ୍ସ୍ଟ ପୋତି ପକାଇବା ଉଚିତ୍ ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ଵାରା ଖୋଳିବ ଓ ନିର୍ଗତ ମଳ ନେଉଟାଇ ପୋତି ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ କୋଦାଳ ରଖିବ। ତୁମ୍ଭେ ଏକ ଗର୍ତ୍ତ ଖୋଳିବା ଉଚିତ୍ ଓ ଅନ୍ତନାଡ଼ିରୁ ଯାହା ବାହାରେ ତାକୁ ପୋତି ପକାଇବା ଉଚିତ୍ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ୱାରା ଖୋଳିବ ଓ ନିର୍ଗତ ମଳକୁ ପୋତି ପକାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ୱାରା ଖୋଳିବ ଓ ନିର୍ଗତ ମଳକୁ ପୋତି ପକାଇବ।