Deuteronomy 23:14 — Compare Translations
5 translations compared side by side
Odia - 1840
"ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତକ୍ସ୍ଟମ୍ଭ ହସ୍ତ ରେ ତୁମ୍ଭର ଶତୃମାନଙ୍କୁ ସମର୍ପଣ କରିବ ପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଛାଉଣୀ ମଧିଅରେ ଗମନାଗମନ କରନ୍ତି। ଏଥିପାଇଁ ସେ ଯେପରି ତୁମ୍ଭମାନଙ୍କ ମଧିଅରେ ଲଜ୍ଜାକର ବିଷଯ ନ ଦେଖନ୍ତି ଓ ତକ୍ସ୍ଟମ୍ଭ ନିକଟରକ୍ସ୍ଟ ବିମକ୍ସ୍ଟଖ ନ ହକ୍ସ୍ଟଅନ୍ତି। ଏଥିପାଇଁ ତୁମ୍ଭର ଛାଉଣୀ ସର୍ବଦା ପବିତ୍ର ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ହସ୍ତରେ ତୁମ୍ଭର ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି। ଏଥିପାଇଁ ସେ ଯେପରି ତୁମ୍ଭମାନଙ୍କ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି। ଏଥିପାଇଁ ତୁମ୍ଭର ଛାଉଣି ସର୍ବଦା ପବିତ୍ର ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)