Deuteronomy 23:15 — Compare Translations
5 translations compared side by side
Odia - 1840
"ଯଦି ଜଣେ ଦାସ ତା'ର ମକ୍ସ୍ଟନିବ ନିକଟରକ୍ସ୍ଟ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ପଳାଇ ଆସିବ, ତବେେ ତୁମ୍ଭେ ତାକକ୍ସ୍ଟ ତା'ର ମକ୍ସ୍ଟନିବଙ୍କ ହସ୍ତ ରେ ସମର୍ପଣ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦାସ ଆପଣା ସ୍ଵାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ଵାମୀ ହସ୍ତରେ ସମର୍ପଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟାନ୍ୟ ନିୟମଗୁଡ଼ିକ “ଯଦି ଜଣେ ଦାସ ତା’ର ମୁନିବ ନିକଟରୁ ତୁମ୍ଭ ନିକଟକୁ ପଳାଇ ଆସିବ, ତେବେ ତୁମ୍ଭେ ତାକୁ ତା’ର ମୁନିବଙ୍କ ହସ୍ତରେ ସମର୍ପଣ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ।