Deuteronomy 23:16 — Compare Translations
5 translations compared side by side
Odia - 1840
"ସେ ତୁମ୍ଭର କୌଣସି ଏକ ନଗର ଦ୍ବାର ମଧିଅରେ ଆପଣା ଇଚ୍ଛାମତେ ମନୋନୀତ ସ୍ଥାନ ରେ ତକ୍ସ୍ଟମ୍ଭ ମଧିଅରେ ବାସ କରିବା ଉଚିତ୍, ତୁମ୍ଭମାନେେ ତାକକ୍ସ୍ଟ ଶୋଷଣ କିଅବା ଠକିବା ଉଚିତ୍ ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭର କୌଣସି ଏକ ନଗରଦ୍ଵାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଉପଦ୍ରବ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭର କୌଣସି ଏକ ନଗର ଦ୍ୱାର ମଧ୍ୟରେ ଆପଣା ଇଚ୍ଛାମତେ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବା ଉଚିତ୍, ତୁମ୍ଭେମାନେ ତାକୁ ଶୋଷଣ କିଅବା ଠକିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭର କୌଣସି ଏକ ନଗର-ଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭର କୌଣସି ଏକ ନଗରଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ।