Deuteronomy 23:17 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସ୍ତ୍ରୀଲୋକ ବା ପୁରୁଷ କହେି ମନ୍ଦିରର ବେଶ୍ଯାରୂପେ ସବୋ କରିବା ଉଚିତ୍ ନିହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ମାହାରୀବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ସ୍ତ୍ରୀଲୋକ ବା ପୁରୁଷ କେହି ମନ୍ଦିରର ବେଶ୍ୟାରୂପେ ସେବା କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟାବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟା ବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।