Deuteronomy 23:18 — Compare Translations

5 translations compared side by side

Odia - 1840
"ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ଯାର ବତନେ କିଅବା କକ୍ସ୍ଟକକ୍ସ୍ଟରର ମୂଲ୍ଯ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଗୃହକକ୍ସ୍ଟ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଘୃଣ୍ଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଘୃଣ୍ୟ ବିଷୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।