Deuteronomy 23:19 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେତବେେଳେ ଅନ୍ୟ ଇଶ୍ରାୟେଲକକ୍ସ୍ଟ ଋଣ ଦିଅ, ତା'ର ସକ୍ସ୍ଟଧ ମାଗ ନାହିଁ। ତାକକ୍ସ୍ଟ ସକ୍ସ୍ଟନା, ରୂପା, ଖାଦ୍ୟଦ୍ରବ୍ଯ କିଅବା ଅନ୍ୟ କିଛି ସକ୍ସ୍ଟଧ ନିଅ ନାହିଁ। ଯାହା ଜଣେ ବ୍ଯକ୍ତି ଦଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେ କୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକି ଋଣ ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯେତେବେଳେ ଅନ୍ୟ ଇସ୍ରାଏଲକୁ ଋଣ ଦିଅ, ତା’ର ସୁଧ ମାଗ ନାହିଁ। ତାକୁ ସୁନା, ରୂପା, ଖାଦ୍ୟଦ୍ରବ୍ୟ କିଅବା ଅନ୍ୟ କିଛି ସୁଧ ନିଅ ନାହିଁ। ଯାହା ଜଣେ ବ୍ୟକ୍ତି ଦେଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍‍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେକୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍‍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେ କୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁୁ ଋଣ ଦେବ ନାହିଁ।