Deuteronomy 23:2 — Compare Translations
5 translations compared side by side
Odia - 1840
"ଯଦି କୌଣସି ଲୋକର ପିତାମାତାଙ୍କର ବିବାହ ନିଯମାନକ୍ସ୍ଟୟାଯୀ ହାଇନେଥାଏ ତବେେ ସହେିଲୋକ ଏବଂ ତାଙ୍କର ବଂଶଧରମାନେ ଦଶ ପୁରୁଷ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଧାର୍ମିକ ସମାଜ ରେ ପ୍ରବେଶ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକର ପିତାମାତାଙ୍କର ବିବାହ ନିୟମାନୁଯାୟୀ ହୋଇ ନ ଥାଏ, ତେବେ ସେହିଲୋକ ଏବଂ ତାଙ୍କର ବଂଶଧରମାନେ ଦଶ ପୁରୁଷ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଧାର୍ମିକ ସମାଜରେ ପ୍ରବେଶ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।