Deuteronomy 23:20 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ବିଦେଶୀମାନଙ୍କଠାରକ୍ସ୍ଟ ସକ୍ସ୍ଟଧ ଗ୍ରହଣ କରିପାରିବ। କିନ୍ତୁ ତୁମ୍ଭମାନେେ କୌଣସି ଇଶ୍ରାୟେଲ ଲୋକଠାରକ୍ସ୍ଟ ସକ୍ସ୍ଟଧ ନବୋ ଉଚିତ୍ ନକ୍ସ୍ଟହଁ। ତେଣୁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭେ ଯାହା କରୁଛ ପ୍ରେତ୍ୟକକର ଆଶୀର୍ବାଦ କରିବେ, ଯାହା ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତୁମ୍ଭେ ଏହି ନିଯମ ଅନକ୍ସ୍ଟସରଣ କର, ତବେେ ତୁମ୍ଭେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶ୍ବରଙ୍କର ଆଶୀର୍ବାଦର ପାତ୍ର ହବେ। ସଦାପ୍ରଭୁ ତୁମ୍ଭକୁ ସବୁ କାର୍ୟ୍ଯ ରେ ତୁମ୍ଭକୁ ଆଶୀର୍ବୀଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସୁଧ ନିମନ୍ତେ ବିଦେଶୀକି ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକି ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବିଦେଶୀମାନଙ୍କଠାରୁ ସୁଧ ଗ୍ରହଣ କରି ପାରିବ। କିନ୍ତୁ ତୁମ୍ଭେମାନେ କୌଣସି ଇସ୍ରାଏଲ ଲୋକଠାରୁ ସୁଧ ନେବା ଉଚିତ୍ ନୁହଁ। ତେଣୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭେ ଯାହା କରୁଛ ପ୍ରତ୍ୟେକର ଆଶୀର୍ବାଦ କରିବେ, ଯାହା ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତୁମ୍ଭେ ଏହି ନିୟମ ଅନୁସରଣ କର, ତେବେ ତୁମ୍ଭେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ଆଶୀର୍ବାଦର ପାତ୍ର ହେବ। ସଦାପ୍ରଭୁ ତୁମ୍ଭକୁ ସବୁ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବୀଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।