Deuteronomy 23:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦେଶ୍ଯ ରେ ତୁମ୍ଭେ ମାନସିକ କଲେ ତାହା ଦବୋକକ୍ସ୍ଟ ବିଳମ୍ବ କରିବ ନାହିଁ। କାରଣ ତାହା ତୁମ୍ଭର ପାପ ହବେ। ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଅବଶ୍ଯ ତକ୍ସ୍ଟମ୍ଭଠାରକ୍ସ୍ଟ ତାହା ଆଦାଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ଵ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନସିକ କଲେ ତାହା ଦେବାକୁ ବିଳମ୍ବ କରିବ ନାହିଁ। କାରଣ ତାହା ତୁମ୍ଭର ପାପ ହେବ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।