Deuteronomy 23:22 — Compare Translations
5 translations compared side by side
Odia - 1840
"କିନ୍ତୁ ଯଦି ତୁମ୍ଭେ ମାନସିକ ନକର ତବେେ ତହିଁରେ ତୁମ୍ଭର ପାପ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେ ମାନସିକ ନ କର ତେବେ ତହିଁରେ ତୁମ୍ଭର ପାପ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ।