Deuteronomy 23:25 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ପ୍ରତିବେଶୀର ବଢନ୍ତା ଶସ୍ଯ କ୍ଷେତ୍ରକକ୍ସ୍ଟ ଗଲେ ଆପଣା ହାତ ରେ ଶାଁଷା ଛିଣ୍ତାଇ ଖାଇ ପାରିବ, ମାତ୍ର ତୁମ୍ଭେ ଆପଣା ପ୍ରତିବେଶୀର ଶସ୍ଯ କାଟି ଆଣିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ତାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ ଆପଣା ହାତରେ ଶିଷା ଛିଣ୍ତାଇ ଖାଇ ପାରିବ, ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ଶସ୍ୟ କାଟି ଆଣି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ।