Deuteronomy 23:3 — Compare Translations

5 translations compared side by side

Odia - 1840
"ଅେମ୍ମାନୀୟ କି ମାୟୋବୀଯ ଲୋକ ଏବଂ ତାଙ୍କର ଦଶ ପୁରୁଷ ପର୍ୟ୍ଯନ୍ତ ମଧ୍ଯ ସଦାପ୍ରଭୁଙ୍କ ଧାର୍ମିକ ସମାଜ ରେ ପ୍ରବେଶ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଅମ୍ମୋନୀୟ କି ମୋୟାବୀୟ ଲୋକ ଏବଂ ତାଙ୍କର ଦଶ ପୁରୁଷ ପର୍ଯ୍ୟନ୍ତ ମଧ୍ୟ ସଦାପ୍ରଭୁଙ୍କ ଧାର୍ମିକ ସମାଜରେ ପ୍ରବେଶ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।