Deuteronomy 23:4 — Compare Translations

5 translations compared side by side

Odia - 1840
"କାରଣ ତୁମ୍ଭମାନେେ ମିଶରରକ୍ସ୍ଟ ବାହାର ହାଇେ ଆସିବା ବେଳେ ସହେି ସମୟରେ ସମାନେେ ଅନ୍ନଜଳ ସହିତ ତୁମ୍ଭମାନଙ୍କୁ ପଥରେ ଭଟେିଲେ ନାହିଁ। ପକ୍ସ୍ଟଣି ସମାନେେ ତୁମ୍ଭମାନଙ୍କୁ ଶାପଦବୋ ନିମନ୍ତେ ମସେୋପଟାମିଆର ପଥୋର ସହର ନିବାସୀ ବିଲିଯମକକ୍ସ୍ଟ ପାରଶ୍ରମିକ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେମାନେ ମିଶରରୁ ବାହାର ହୋଇ ଆସିବା ବେଳେ ସେହି ସମୟରେ ସେମାନେ ଅନ୍ନଜଳ ସହିତ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ। ପୁଣି ସେମାନେ ତୁମ୍ଭମାନଙ୍କୁ ଶାପଦେବା ନିମନ୍ତେ ମେସୋପଟାମିଆର ପଥୋର ସହର ନିବାସୀ ବିଲିୟମକୁ ପାରଶ୍ରମିକ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।
Odia IRV 2017 (ଓଡିଆ ବାଇବେଲ)