Deuteronomy 23:5 — Compare Translations
5 translations compared side by side
Odia - 1840
"ତଥାପି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ବିଲିଯମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ ରମେ କରିବାରକ୍ସ୍ଟ ସହେି ଶାପକକ୍ସ୍ଟ ଲେଉଟାଇ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଲୀୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ । ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ନେଉଟାଇ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲିୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ଲେଉଟାଇ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।