Deuteronomy 23:6 — Compare Translations
5 translations compared side by side
Odia - 1840
"ତୁମ୍ଭେ ଜାବଜ୍ଜୀବନ ଅନନ୍ତକାଳ ପର୍ୟ୍ଯନ୍ତ ଅେମ୍ମାନୀୟ ଓ ମାୟୋବୀଯ ସନ୍ତାନମାନଙ୍କ ଶାନ୍ତି ଓ ମଙ୍ଗଳ ଲୋଡିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯାବଜ୍ଜୀବନ ଅନନ୍ତକାଳ ପର୍ଯ୍ୟନ୍ତ ଅମ୍ମୋନୀୟ ଓ ମୋୟାବୀୟ ସନ୍ତାନମାନଙ୍କ ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।