Deuteronomy 23:7 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଇଦୋମୀଯ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନକ୍ସ୍ଟ ହେଁ। କାରଣ ସମାନେେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭମାନେେ ମିଶରୀଯମାନଙ୍କୁ ଘୃଣା କରିବା ଉଚିତ୍ ନକ୍ସ୍ଟ ହେଁ କାରଣ ତୁମ୍ଭମାନେେ ସମାନଙ୍କେ ଦେଶ ରେ ବିଦେଶୀପରି ବାସ କରୁଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ କେଉଁମାନଙ୍କୁ ଗ୍ରହଣ କରିବେ “ତୁମ୍ଭେମାନେ ଇଦୋମୀୟ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ। କାରଣ ସେମାନେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭେମାନେ ମିଶରୀୟମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ କାରଣ ତୁମ୍ଭେମାନେ ସେମାନଙ୍କ ଦେଶରେ ବିଦେଶୀପରି ବାସ କରୁଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।