Deuteronomy 23:8 — Compare Translations
5 translations compared side by side
Odia - 1840
"ସମାନଙ୍କେ ତୃତୀୟ ପୁରୁଷପରେ, ସମାନେେ ସଦାପ୍ରଭୁଙ୍କ ସମାଜ ରେ ପ୍ରବେଶ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ତୃତୀୟ ପୁରୁଷ ପରେ, ସେମାନେ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।