Deuteronomy 23:9 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭମାନେେ ଆପଣା ଶତୃମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବ। ତୁମ୍ଭମାନଙ୍କୁ ଯାହା ଅପବିତ୍ର କରିବ ତାହାଠାରକ୍ସ୍ଟ ଦୂ ରଇେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନଙ୍କର ଛାଉଣିକୁ ପରିଷ୍କାର ରଖିବ “ଯେତେବେଳେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବ। ତୁମ୍ଭମାନଙ୍କୁ ଯାହା ଅପବିତ୍ର କରିବ ତାହାଠାରୁ ଦୂରେଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ ଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।