Deuteronomy 24:1 — Compare Translations
5 translations compared side by side
Odia - 1840
"ଜଣେ ଲୋକ ଏକ ସ୍ତ୍ରୀକକ୍ସ୍ଟ ବିବାହ କରି ଗ୍ରହଣ କଲାପରେ ଯବେେ ସେ ତାହାଠା ରେ କୌଣସି ଲଜ୍ଜାକର ବିଷଯ ପାଇବାରକ୍ସ୍ଟ ସହେି ସ୍ତ୍ରୀ ତାହାଠା ରେ ଅନକ୍ସ୍ଟଗ୍ରହ ନପାଏ। ତବେେ ସହେି ପୁରୁଷ ତାହା ନିମନ୍ତେ ଏକ ଛାଡପତ୍ର ଲେଖି ତାହା ହସ୍ତ ରେ ଦଇେ ଆପଣା ଗୃହରକ୍ସ୍ଟ ତାହାକକ୍ସ୍ଟ ବାହାର କରିଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ପୁରୁଷ କୌଣସି ସ୍ତ୍ରୀକି ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଲଜ୍ଜାକର ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ଲୋକ ଏକ ସ୍ତ୍ରୀକୁ ବିବାହ କରି ଗ୍ରହଣ କଲାପରେ ଯେବେ ସେ ତାହାଠାରେ କୌଣସି ଲଜ୍ଜାକର ବିଷୟ ପାଇବାରୁ ସେହି ସ୍ତ୍ରୀ ତାହାଠାରେ ଅନୁଗ୍ରହ ନ ପାଏ। ତେବେ ସେହି ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବାହାର କରିଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।
Odia IRV 2017 (ଓଡିଆ ବାଇବେଲ)