Deuteronomy 24:10 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ପ୍ରତିବେଶୀକି କୌଣସି ପ୍ରକା ରେ ଋଣ ଦେଲେ ତାହାର ବନ୍ଧକ ଦ୍ରବ୍ଯ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକକ୍ସ୍ଟ ୟିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ପ୍ରକାରେ ଋଣ ଦେଲେ ତାହାର ବନ୍ଧକ ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।