Deuteronomy 24:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ସର୍ବଦା ବାହା ରେ ଛିଡା ହାଇେ ରହିବ। ତକ୍ସ୍ଟମ୍ଭ ଯାହାକକ୍ସ୍ଟ ଋଣ ଦଇେଅଛ, ସେ ବ୍ଯକ୍ତି ଆପଣା ବନ୍ଧକ ଦ୍ରବ୍ଯ ବାହାର କରି ତକ୍ସ୍ଟମ୍ଭ ନିକଟକକ୍ସ୍ଟ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବାହାରେ ଛିଡ଼ା ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକିଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସର୍ବଦା ବାହାରେ ଛିଡ଼ା ହୋଇ ରହିବ। ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକ ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।