Deuteronomy 24:13 — Compare Translations

5 translations compared side by side

Odia - 1840
"ସେ ଯେପରି ଆପଣା ବସ୍ତ୍ର ଘନେି ଶଯନ କରି ତୁମ୍ଭକୁ ଆଶୀର୍ବାଦ କରିବ। ଏଥିପାଇଁ ସୂର୍ୟ୍ଯାସ୍ତ ସମୟରେ ତାହାର ବନ୍ଧକ ଦ୍ରବ୍ଯ ତାହାକକ୍ସ୍ଟ ଅବଶ୍ଯ ଫରୋଇ ଦବେ। ତହିଁରେ ତାହା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସାକ୍ଷାତ ରେ ତକ୍ସ୍ଟମ୍ଭ ପ୍ରତି ଧାର୍ମୀକତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକିଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ। ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକ ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ। ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକି ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକିଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।