Deuteronomy 24:14 — Compare Translations

5 translations compared side by side

Odia - 1840
"ତୁମ୍ଭେ କଦାପି ଦକ୍ସ୍ଟଃଖି ଓ ଦରିଦ୍ର ଲୋକମାନଙ୍କର କବେେ ଉପଦ୍ରବ୍ଯ କରିବ ନାହିଁ। ସେ ଇଶ୍ରାୟେଲୀୟ ହେଉ ବା ବିଦେଶୀଯ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ଵାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବର୍ତ୍ତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କଦାପି ଦୁଃଖୀ ଓ ଦରିଦ୍ର ଲୋକମାନଙ୍କର ଉପଦ୍ରବ କରିବ ନାହିଁ। ସେ ଇସ୍ରାଏଲୀୟ ହେଉ ବା ବିଦେଶୀୟ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।