Deuteronomy 24:15 — Compare Translations

5 translations compared side by side

Odia - 1840
"ସନ୍ଧ୍ଯା ପୂର୍ବରକ୍ସ୍ଟ ତାହାକକ୍ସ୍ଟ ତାହାର ବତନେ ଦବେ। କାରଣ ସେ ଦକ୍ସ୍ଟଃଖୀ ଲୋକ ତହିଁ ଉପରେ ତାହାର ମନ ଥାଏ। କଜାେଣି ସେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାରି ଦିନରେ ତାହାକୁ ତାହାର ବର୍ତ୍ତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀ ଲୋକ, ତହିଁ ଉପରେ ତାହାର ମନ ଥାଏ; କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟା ପୂର୍ବରୁ ତାହାକୁ ତାହାର ବେତନ ଦେବ। କାରଣ ସେ ଦୁଃଖୀ ଲୋକ ତହିଁ ଉପରେ ତାହାର ମନ ଥାଏ। କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀ ଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।