Deuteronomy 24:16 — Compare Translations
5 translations compared side by side
Odia - 1840
"ପିଲାମାନଙ୍କର ପାପ ପାଇଁ ତାଙ୍କର ପିତାମାତାଙ୍କୁ ଦଣ୍ତ ଦବେ ନାହିଁ। କିମ୍ବା ପିତାମାତାଙ୍କ ପାଇଁ ପକ୍ସ୍ଟତ୍ରକକ୍ସ୍ଟ ମଧ୍ଯ ଦଣ୍ତ ଦବେ ନାହିଁ। ପ୍ରେତ୍ୟକକ ଲୋକ ନିଜର ପାପ ପାଇଁ ଦଣ୍ତ ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ତ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ତ ଭୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପିଲାମାନଙ୍କର ପାପ ପାଇଁ ତାଙ୍କର ପିତାମାତାଙ୍କୁ ଦଣ୍ତ ଦେବ ନାହିଁ। କିମ୍ବା ପିତାମାତାଙ୍କ ପାଇଁ ପୁତ୍ରକୁ ମଧ୍ୟ ଦଣ୍ତ ଦେବ ନାହିଁ। ପ୍ରତ୍ୟେକ ଲୋକ ନିଜର ପାପ ପାଇଁ ଦଣ୍ତ ଭୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।