Deuteronomy 24:18 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭେ ମିଶର ରେ ସ୍ଥାଯୀଭାବେ ଦାସ ଥିଲେ, ପକ୍ସ୍ଟଣି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ସଠାେରକ୍ସ୍ଟ ମକ୍ସ୍ଟକ୍ତ କରିଅଛନ୍ତି। ଏକଥାକକ୍ସ୍ଟ ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦଇେ ଅଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ମିଶରରେ ସ୍ଥାୟୀଭାବେ ଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି। ଏକଥାକୁ ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଇ ଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।