Deuteronomy 24:19 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା କ୍ଷେତ୍ର ରେ ଶସ୍ଯ କାଟିବା ବେଳେ ଗୋଟିଏ ବିଡା କ୍ଷେତ୍ର ରେ ପାସୋରି ଆସିଲେ ତାହା ଆଣିବା ପାଇଁ ଫରେିୟିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହବେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ । ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେଣ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ ତାହା ଆଣିବା ପାଇଁ ଫେରିଯିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)