Deuteronomy 24:20 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ଜିତ୍ବୃକ୍ଷରକ୍ସ୍ଟ ଫଳ ପାରିଲା ପରେ ଆଉଥରେ ଡାଳକକ୍ସ୍ଟ ୟିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ପାରିଲା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ପାରିଲା ପରେ ଆଉ ଥରେ ଡାଳକୁ ଯିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।