Deuteronomy 24:21 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରକ୍ସ୍ଟ ଦ୍ରାକ୍ଷାଫଳ ସଂଗ୍ରହ କଲା ବେଳେ ଆପଣା ଉତ୍ତା ରେ ପକ୍ସ୍ଟନ୍ନର୍ବାର ସାଉଣ୍ଟିବ ନାହିଁ। ତାହା ବିଦେଶୀର ପିତୃହୀନର ଓ ବିଧବାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲାବେଳେ ଆପଣା ଉତ୍ତାରେ ପୁନର୍ବାର ସାଉଣ୍ଟିବ ନାହିଁ। ତାହା ବିଦେଶୀର ପିତୃହୀନର ଓ ବିଧବାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।