Deuteronomy 24:22 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ମିଶର ଦେଶ ରେ ବନ୍ଧା ଦାସ ଥିଲ, ଏହା ସର୍ବଦା ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ମିସର ଦେଶରେ ବନ୍ଧାଦାସ ଥିଲ, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ମିଶର ଦେଶରେ ବନ୍ଧା ଦାସ ଥିଲ, ଏହା ସର୍ବଦା ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ମିସର ଦେଶରେ ବନ୍ଧାଦାସ ଥିଲ, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ମିସର ଦେଶରେ ବନ୍ଧାଦାସ ଥିଲ, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।