Deuteronomy 24:3 — Compare Translations

5 translations compared side by side

Odia - 1840
"ଧରାଯାଉ ତା' ନୂତନ ସ୍ବାମୀ ତାକକ୍ସ୍ଟ ଭଲପାଇଲା ନାହିଁ ଓ ତାକକ୍ସ୍ଟ ମଧ୍ଯ ଛାଡପତ୍ର ଦଲୋ କିଅବା ନୂତନ ସ୍ବାମୀର ମୃତକ୍ସ୍ଟ୍ଯ ହକ୍ସ୍ଟଏ, ତବେେ ମଧ୍ଯ ତା'ର ପ୍ରଥମ ସ୍ବାମୀ ତାକକ୍ସ୍ଟ ଆଉ ପକ୍ସ୍ଟନଃ ବିବାହ କରିବା ଉଚିତ୍ ନକ୍ସ୍ଟହଁ। ସେ କଳକ୍ସ୍ଟଷିତ ହାଇେ ସାରିବା ପରେ, କାରଣ ଏହି କାର୍ୟ୍ଯ ସଦାପ୍ରଭୁଙ୍କ ଆଗ ରେ ଘୃଣ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ଶେଷ ସ୍ଵାମୀ ଯେବେ ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ଵାମୀ ଯେବେ ମରେ;
Odia Bible ERV 2004 (ପବିତ୍ର ବାଇବଲ)
ଧରାଯାଉ ତା’ ନୂତନ ସ୍ୱାମୀ ତାକୁ ଭଲ ପାଇଲା ନାହିଁ ଓ ତାକୁ ମଧ୍ୟ ଛାଡ଼ପତ୍ର ଦେଲା କିଅବା ନୂତନ ସ୍ୱାମୀର ମୃତ୍ୟୁ ହୁଏ, ତେବେ ମଧ୍ୟ ତା’ର ପ୍ରଥମ ସ୍ୱାମୀ ତାକୁ ଆଉ ପୁନଃ ବିବାହ କରିବା ଉଚିତ୍ ନୁହଁ। ସେ କଳୁଷିତ ହୋଇ ସାରିବା ପରେ, କାରଣ ଏହି କାର୍ଯ୍ୟ ସଦାପ୍ରଭୁଙ୍କ ଆଗରେ ଘୃଣ୍ୟ ଅଟେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରିବା ପାଇଁ ଦେଉଛନ୍ତି ତାକୁ ପାପରେ ଦୋଷୀ କରାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରି ଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;