Deuteronomy 24:4 — Compare Translations
4 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଦେଶ ତକ୍ସ୍ଟମ୍ଭମାନକକ୍ସ୍ଟ ଅଧିକାର କରିବା ପାଇଁ ଦେଉଛନ୍ତି ତାକକ୍ସ୍ଟ ପାପରେ ଦୋଷୀ କରାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ଵାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)