Deuteronomy 24:5 — Compare Translations

5 translations compared side by side

Odia - 1840
"ଯଦି କୌଣସି ଲୋକ ନୂତନ ଭାବେ ବିବାହିତ ହାଇେଥାଏ ତବେେ ସେ ସୈନ୍ଯଦଲ ରେ ୟୋଗ ଦବନୋହିଁ। କି ଅବା ତାଙ୍କୁ କୌଣସି ଦାଯିତ୍ବ ପୂର୍ଣ କାର୍ୟ୍ଯଭାର ଦିଆୟିବ ନାହିଁ। ଏକବର୍ଷ ପାଇଁ ତାକକ୍ସ୍ଟ ସ୍ବାଧୀନଭାବେ ବକ୍ସ୍ଟଲି ଖକ୍ସ୍ଟସି କରିବାକୁ ଦିଆୟିବ ସେ ତା'ର ନୂତନ ସ୍ତ୍ରୀକକ୍ସ୍ଟ ଧରି ଗୃହ ରେ ମନୋରଞ୍ଚନ କରି, ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରେ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ଲୋକ ନୂତନ ଭାବେ ବିବାହିତ ହୋଇଥାଏ ତେବେ ସେ ସୈନ୍ୟଦଳରେ ଯୋଗ ଦେବ ନାହିଁ। କିଅବା ତାଙ୍କୁ କୌଣସି ଦାୟିତ୍ୱ ପୂର୍ଣ୍ଣ କାର୍ଯ୍ୟଭାର ଦିଆଯିବ ନାହିଁ। ଏକ ବର୍ଷ ପାଇଁ ତାକୁ ସ୍ୱାଧୀନଭାବେ ବୁଲି ଖୁସୀ କରିବାକୁ ଦିଆଯିବ ସେ ତା’ର ନୂତନ ସ୍ତ୍ରୀକୁ ଧରି ଗୃହରେ ମନୋରଞ୍ଜନ କରି, ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।
Odia IRV 2017 (ଓଡିଆ ବାଇବେଲ)
କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।