Deuteronomy 24:6 — Compare Translations

5 translations compared side by side

Odia - 1840
"କହେି ଚକି ବା ଚକିର ଉପର ପଟ ବନ୍ଧକ ରଖିବ ନାହିଁ, କାରଣ ତାହା କଲେ ମନକ୍ସ୍ଟଷ୍ଯର ପ୍ରାଣ ବନ୍ଧକ ରଖିବା ସହିତ ସମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଚକି ବା ଚକିର ଉପର ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
“କେହି ଚକି ବା ଚକିର ଉପର ପଟ ବନ୍ଧକ ରଖିବ ନାହିଁ, କାରଣ ତାହା କଲେ ମନୁଷ୍ୟର ପ୍ରାଣ ବନ୍ଧକ ରଖିବା ସହିତ ସମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଚକି ବା ଚକିର ଉପର-ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।
Odia IRV 2017 (ଓଡିଆ ବାଇବେଲ)
କେହି ଚକି ବା ଚକିର ଉପର ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।