Deuteronomy 24:7 — Compare Translations

5 translations compared side by side

Odia - 1840
"ଧରାଯାଉ କୌଣସି ମନକ୍ସ୍ଟଷ୍ଯ ଯବେେ ତାଙ୍କର ପଡ଼ୋଶୀକକ୍ସ୍ଟ ଅପହରଣ କରେ ଓ ସେ ତାକକ୍ସ୍ଟ ଯଦି ଦାସରୂପେ ବ୍ଯବହାର କରେ, ବା ତାହାକକ୍ସ୍ଟ ବିକ୍ରଯ କରେ, ତବେେ ସହେି ଅପହରଣକର୍ତ୍ତାକକ୍ସ୍ଟ ହତ୍ଯା କରାୟିବା ଉଚିତ୍। ତେଣୁ ତୁମ୍ଭମାନଙ୍କ ମଧରକ୍ସ୍ଟ ସହେି ଦକ୍ସ୍ଟଷ୍କର୍ମ ଦୂର କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକି ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଧରାଯାଉ କୌଣସି ମନୁଷ୍ୟ ଯେବେ ତାଙ୍କର ପଡ଼ୋଶୀକୁ ଅପହରଣ କରେ ଓ ସେ ତାକୁ ଯଦି ଦାସରୂପେ ବ୍ୟବହାର କରେ, ବା ତାହାକୁ ବିକ୍ରୟ କରେ, ତେବେ ସେହି ଅପହରଣକର୍ତ୍ତାକୁ ହତ୍ୟା କରାଯିବା ଉଚିତ୍। ତେଣୁ ତୁମ୍ଭମାନଙ୍କ ମଧ୍ୟରୁ ସେହି ଦୁଷ୍କର୍ମ ଦୂର କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Odia IRV 2017 (ଓଡିଆ ବାଇବେଲ)
କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।