Deuteronomy 24:8 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହବୋ ଉଚିତ୍। ଲବେୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନକ୍ସ୍ଟସା ରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋୟୋଗ କର। ମୁ ସମାନଙ୍କେୁ ଯେଉଁ ପରି ଆଜ୍ଞା ଦଇେଅଛ ସହେିରୂପେ କରିବାକୁ ତୁମ୍ଭମାନେେ ମନୋୟୋଗ କରିବ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଷ୍ଠ ରୋଗର ଘାʼ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯନିପୂର୍ବକ ମନୋଯୋଗ କର । ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହେବା ଉଚିତ୍। ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନୁସାରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋଯୋଗ କର। ମୁଁ ସେମାନଙ୍କୁ ଯେପରି ଆଜ୍ଞା ଦେଇଅଛି ସେହିରୂପେ କରିବାକୁ ତୁମ୍ଭେମାନେ ମନୋଯୋଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁଷ୍ଠରୋଗର ଘାʼ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
କୁଷ୍ଠ ରୋଗର ଘା’ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।